ଆସନ୍ତା ୩ ତାରିଖରେ ପୁଣି ଥରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ । ରାହୁଲ ରାୟଗଡା ଠାରେ ନିର୍ବାଚନ ପ୍ରଚାର କରିବେ । ତାଙ୍କ ସହ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ମଧ୍ୟ ଆସିବାର କାର୍ଯ୍ୟକ୍ରମ ରହିଛି । ଏନେଇ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସୂଚନା ଦିଆଯାଇଛି ।

Subscribe to our newsletter to get our newest articles instantly!
Confirmed
0
Death
0