ଆଜି ଶ୍ରୀକ୍ଷେତ୍ର ର ଶ୍ରୀମନ୍ଦିରରେ ଶ୍ରୀ ଜିଉଙ୍କ ପଇତା ଳାଗି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁଚପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ଏହି ସମୟରେ ବନ୍ଦ ରହିବ । ଦ୍ୱିତୀୟ ଭୋଗ ମଣ୍ଡପ ପରେ ଏହି ନୀତି ଅନୁଷ୍ଠିତ ହେବ । ସନ୍ଧ୍ୟାା ୬ ରୁ ରାତି ୧୦ ଯାଏଁ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।