ବିଶ୍ୱ ଖାଦ୍ୟ ଦିବସ ପ୍ରତିବର୍ଷ ଅକ୍ଟୋବର ୧୬ ତାରିଖ ଦିନ ସାରା ବିଶ୍ୱରେ ପାଳିତ ହୁଏ। ମିଳିତ ଜାତିସଂଘ ଦ୍ୱାରା ୧୯୪୫ ମସିହାରେ ଖାଦ୍ୟ ଏବଂ କୃଷି ସଂଗଠନର ସ୍ଥାପନା ଦିବସକୁ ସମ୍ମାନ ଜଣାଇ ଏହି ଦିନଟିକୁ ବିଶ୍ୱ ଖାଦ୍ୟ ଦିବସ ରୂପେ ପାଳନ କରିବା ଲାଗି ଘୋଷଣା କରାଯାଇଛି।
ଚଳିତ ବର୍ଷ ଖାଦ୍ୟ ଦିବସର ବାର୍ତ୍ତା..
ପ୍ରତିବର୍ଷ ବିଶ୍ୱ ଖାଦ୍ୟ ଦିବସ ଏକ ସ୍ବତନ୍ତ୍ର ବାର୍ତ୍ତା ବହନ କରିଥାଏ। ଚଳିତ ୨୦୨୪ ବର୍ଷ ପାଇଁ ଏହି ଦିବସର ବାର୍ତ୍ତା ହେଉଛି ‘ ଉତ୍ତମ ଜୀବନ ଏବଂ ଉତ୍ତମ ଭବିଷ୍ୟତ ପାଇଁ ଖାଦ୍ୟର ଅଧିକାର(ରାଇଟ ଟୁ ଫୁଡ ଫର ବେଟର ଲାଇଫ ଆଣ୍ଡ ଏ ବେଟର ଫିଉଚର…