ମୁମ୍ବାଇ : ପ୍ରାୟ ୫୬ ଜଣଙ୍କୁ ନେଇ ଯାଉଥିବା ଏକ ବୋଟ୍ ମୁମ୍ବାଇର ‘ଗେଟ୍ ୱେ ଅଫ୍ ଇଣ୍ଡିଆ’ ନିକଟରେ ବୁଡ଼ିଯାଇଛି। ଏଥିରେ ଜଣେ ମୃତ୍ୟୁ ବରଣ କରିଥିବା ବେଳେ ଖବର ଲେଖାହେବା ସୁଦ୍ଧା ୨୦ ଜଣଙ୍କୁ ଉଦ୍ଧାର କରାଯାଇଛି। ଅର୍ଥାତ ଏବେ ମଧ୍ୟ ପ୍ରାୟ ୪୦ ଜଣ ନିଖୋଜ ଅଛନ୍ତି।

Subscribe to our newsletter to get our newest articles instantly!
Confirmed
0
Death
0