୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ, ଜଳେଶ୍ବର, ବରୀ, ଆଠମଲ୍ଲିକ, ଆଠଗଡ଼, ପୁରୀରେ ବଦଳିଲେ ପ୍ରାର୍ଥୀ, ଜଳେଶ୍ଵରରୁ ଦେବୀପ୍ରସନ୍ନ ଚାନ୍ଦଙ୍କ ସ୍ଥାନରେ ସୁଦର୍ଶନ ଦାସଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକ, ଆଠମଲ୍ଲିକରେ ହିମାଂଶୁ ଚାଉଳିଆ, ଆଠଗଡ଼ରେ ସୁଦର୍ଶନ ସାହୁ ଓ ପୁରୀରେ ଉମାବଲ୍ଲଭ ରଥ , ନୀଳଗିରିରେ ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ୟ୍ୟଙ୍କୁ ଟିକେଟ୍ ଦେଇଛି କଂଗ୍ରେସ।