ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଗୁରୁବାର ପୂର୍ବାହ୍ନରେ ସିରିଜ୍ ଦୁର୍ଘଟଣା ଘଟାଇଛି ମୋ ବସ୍। ରାଜମହଲ-ମାଷ୍ଟରକ୍ୟାଣ୍ଟିନ ଛକ ମଝିରେ ଗୋଟିଏ ମୋ ବସ୍କୁ ଆଉ ଏକ ମୋ ବସ୍ ଧକ୍କା ଦେବାରୁ ଏହି ଦୁର୍ଘଟଣା ହୋଇଛି। ଏହି ମୋ ବସ୍ ଧକ୍କାରେ ୩ ଗାଡ଼ି କ୍ଷତିଗ୍ରସ୍ତ ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି।

Subscribe to our newsletter to get our newest articles instantly!
Confirmed
0
Death
0