ଆଜି ରାଜ୍ୟ କ୍ୟାବିନେଟ ବୈଠକ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟା ୬ଟାରେ ବସିବ ବୈଠକ । ଏଥିରେ ବହୁ ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବ। ଖାଦ୍ୟ ଯୋଗାଣ, ଉଚ୍ଚଶିକ୍ଷା ଆଦି ବିଭାଗ ପ୍ରସ୍ତାବ ଉପରେ ମୋହର ଲାଗିବାର ସମ୍ଭାବନା ରହିଛି । ସେହିପରି ଶିଳ୍ପ, ମିଶନ ଶକ୍ତି ବିଭାଗର ପ୍ରସ୍ତାବ ଉପରେ ବି ଲାଗିପାରେ ମୋହର।