ରାସନ୍ କାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର। ପୁଣି ରାସନ୍ କାର୍ଡରେ ମିଳିବ ଗହମ। ଏନେଇ ଆଜି କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ। ଓଡ଼ିଶା ସମେତ ୯ ରାଜ୍ୟର ହିତାଧିକାରୀଙ୍କୁ ଚାଉଳ ସହ ଗହମ ମିଳିବ। ଗହମ ଦେବାକୁ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟର ଚିଠି। ଚାଉଳ ସହ ଗହମ ଦିଆଯିବ ବୋଲି ବିଧାନସଭାରେ ମନ୍ତ୍ରୀ କହିଥିଲେ।