ପ୍ରଚଣ୍ଡ ତାତିରେ ଟକମକ୍ ହୋଇ ଫୁଟୁଛି ଓଡ଼ିଶା, ୧୮ରୁ ୨୦ ମଧ୍ୟରେ ଶିଖର ଛୁଇଁବ ଗ୍ରୀଷ୍ମଲହରୀ! ଜାରି ରହିବ ଗ୍ରୀଷ୍ମପ୍ରବାହ । ପ୍ରବଳ ଖରାରେ ଆଉଟୁ ପାଉଟୁ ହେବେ ରାଜ୍ୟବାସୀ । ପାଣିପାଗ ବିଭାଗ ପକ୍ଷରୁ ଆଜି ୧୪ ଜିଲ୍ଲାକୁ ହିଟ୍ ୱେଭ ୱାର୍ଣ୍ଣିଂ ଜାରି ହୋଇଛି । ଆଗାମୀ ୨ ଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ ।ଜାରି ରହିବ ଗ୍ରୀଷ୍ମପ୍ରବାହ । ପ୍ରବଳ ଖରାରେ ଆଉଟୁ ପାଉଟୁ ହେବେ ରାଜ୍ୟବାସୀ । ପାଣିପାଗ ବିଭାଗ ପକ୍ଷରୁ ଆଜି ୧୪ ଜିଲ୍ଲାକୁ ହିଟ୍ ୱେଭ ୱାର୍ଣ୍ଣିଂ ଜାରି ହୋଇଛି । ଆଗାମୀ ୨ ଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ । ୧୮ରୁ ୨୦ ତାରିଖ ମଧ୍ୟରେ ଗ୍ରୀଷ୍ମଲହରୀ ଶିଖର ଛୁଇଁପାରେ । ଏମିତିକି ଅଞ୍ଚଳରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।