LevLiveOdiaLevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Reading: ଡାକ୍ତରଙ୍କ ସୁରକ୍ଷା ପାଇଁ ସ୍ବତନ୍ତ୍ର ଗାଇଡ୍ ଲାଇନ୍ : ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ
Share
Notification Show More
Font ResizerAa
Font ResizerAa
LevLiveOdiaLevLiveOdia
  • Home
  • ରାଜ୍ୟ
  • ରାଜନୀତି
  • ମନୋରଞ୍ଜନ
  • ବାଣିଜ୍ୟ
  • ଅପରାଧ
  • ବିଶେଷ
  • ଦେଶ-ବିଦେଶ
  • ଖେଳ
  • ଜୀବନଚର୍ଯ୍ୟା
Follow US
ରାଜ୍ୟ

ଡାକ୍ତରଙ୍କ ସୁରକ୍ଷା ପାଇଁ ସ୍ବତନ୍ତ୍ର ଗାଇଡ୍ ଲାଇନ୍ : ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

Levlive Odia
Last updated: September 19, 2024 4:08 pm
Levlive Odia
11 months ago
Share
SHARE

ରାଜ୍ୟରେ ଡାକ୍ତରଙ୍କ ସୁରକ୍ଷା ପାଇଁ ସ୍ବତନ୍ତ୍ର ଗାଇଡ୍ ଲାଇନ୍ ଅଣାଯାଇଛି । କୋଲକାତାରେ ଡାକ୍ତର ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା ପରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରଙ୍କ ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ପ୍ରତି ରୋଗୀଙ୍କ ସମ୍ପର୍କୀୟଙ୍କ ପାଇଁ ଦୁଇଟି ଏଣ୍ଟ୍ରି ପାସ୍ କରାଯିବ। ମେଡିକାଲ ସୁପରିଟେନଡେଣ୍ଟଙ୍କ ଦ୍ବାରା ନିର୍ଦ୍ଧାରିତ ସମୟରେ କେବଳ ରୋଗୀଙ୍କ ସମ୍ପର୍କୀୟମନେ ହିଁ ରୋଗୀକୁ ଭେଟି ପାରିବେ। ଆଉଟ୍ ଡୋର ବାହାରେ ୨୪ ଘଣ୍ଟିଆ ପୁରୁଷ ଓ ମହିଳା ସିକ୍ୟୁରିଟି ଗାର୍ଡ ରହିବେ। ମେଡିକାଲ କଲେଜ ପରିସରରୁ ସନ୍ଦିଗ୍ଧ ଗାଡ଼ିକୁ ସିକ୍ୟୁରିଟି ଗାର୍ଡ ବାହାର କରିବେ। ମେଡିକାଲ କଲେଜର ହଷ୍ଟେଲ, ରାସ୍ତା ସହିତ ଅନ୍ୟ ସମସ୍ତ ଅଞ୍ଚଳରେ ସିସିଟିଭି କ୍ୟାମେରା ଲଗାଯାଇ ତଦାରଖ କରାଯିବ।ନାଇଟ୍ ସିଫ୍ଟରେ କାର୍ଯ୍ୟ କରୁଥିବା ମହିଳା ଡାକ୍ତର, କର୍ମଚାରୀ ଓ ମେଡିକାଲ ଛାତ୍ରୀଙ୍କୁ ଏସ୍କଟ କରି ସୁରକ୍ଷିତ ଭାବେ ଘରେ ଛଡ଼ାଯିବ। ପ୍ରତି ମେଡିକାଲ କଲେଜ ଓ ହସ୍ପିଟାଲରେ ପୋଲିସ ଆଉଟପୋଷ୍ଟ ରହିବ। ଏହି ପୋଲିସ ଆଉଟପୋଷ୍ଟରେ ଜଣେ ମହିଳା ପୋଲିସ ଅଧିକାରୀଙ୍କୁ ମୁତୟନ କରାଯିବ।ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, ଓଡିଶାରେ ଡାକ୍ତରଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର  ଗାଇଡ୍ ଲାଇନ୍ ସ୍ୱାସ୍ଥ୍ୟ ବିଭାଗ ଆଣିଛି । ଏ ନେଇ ସୋସିଆଲ ମିଡିଆରେ ମଧ୍ୟ ଅବଗତ  କରାଯାଇଛି। 

You Might Also Like

ଓପିଏସସି ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି, ମୋଟ ୧୦୦ ମାର୍କ ବଦଳରେ ୯୪ ମାର୍କ ପ୍ରଶ୍ନପତ୍ର

ମାଗଣା ବିଜୁଳି ଦେବେ ବିଜେଡି ସରକାର

ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ପୁଣି ରାଗିଂ

ପରୀ ହତ୍ୟାକାଣ୍ଡ: ଦୋଷୀଙ୍କୁ ମିଳିଲା ୨୦ ବର୍ଷ ଜେଲଦଣ୍ଡ 

ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଭକ୍ତଙ୍କ ପ୍ରଶ୍ନ

Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Follow US

Find US on Social Medias
FacebookLike
XFollow
YoutubeSubscribe
TelegramFollow

Weekly Newsletter

Subscribe to our newsletter to get our newest articles instantly!
[mc4wp_form]
Popular News
ରାଜନୀତିରାଜ୍ୟ

ଆଜି ଆସିପାରେ ରାଜ୍ୟ ବିଜେପିର ପ୍ରାର୍ଥୀ ତାଲିକା

Swarnnashri Mishra
Swarnnashri Mishra
1 year ago
ଛାତ୍ରୀ ଓ ମହିଳା କର୍ମଚାରୀଙ୍କୁ ନିର୍ଯାତନା ଘଟଣା: ୭ ଦିନରେ ଉଚ୍ଚ ଶିକ୍ଷାନୁଷ୍ଠାନରେ ଆଇସିସି ଗଠନ କରିବାକୁ ନିର୍ଦ୍ଦେଶ
ଡୁଡୁମା ଜଳପ୍ରପାତ ବୁଲିବାକୁ ଯାଉଥିବା ବେଳେ ଘଟିଲା ଦୁର୍ଘଟଣା: ୧୫୦ଫୁଟ ତଳକୁ ଖସିଲା ଜିପ୍‌
ଅପରାହ୍ନ ୩ଟାରେ ପ୍ରକାଶ ପାଇବ ଦଶମ ଓ ଦ୍ୱାଦଶ ରେଜଲ୍ଟ
ଟେଲିଗ୍ରାମର ସିଇଓ ଗିରଫ…
- Advertisement -
Ad imageAd image
Global Coronavirus Cases

Confirmed

0

Death

0

More Information:Covid-19 Statistics

About US

LevLiveOdia
Lev Live Odia serves multiple purposes, from keeping people informed about the latest news and events to providing a platform for discussion and debate on important issues.
Quick Link
  • Aadhaar Online Services
  • Odisha Electric Vehicle Subsidy Apply
  • Odisha Police Portal
  • Odisha Emergency Numbers
  • Train Ticket Online
Top Categories
  • ରାଜ୍ୟ
  • ରାଜନୀତି
  • ବାଣିଜ୍ୟ
  • ଅପରାଧ
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ

Subscribe US

Subscribe to our newsletter to get our newest articles instantly!

[mc4wp_form]
© Copyright 2023 LEV Live Odia. All right reserved.
Designed by Web Odisha