ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରୁଛନ୍ତି। ଏହା ସହିତ ସେ ଲଗାତାର ୮ମ ବଜେଟ ଉପସ୍ଥାପନ କରିବାର ରେକର୍ଡ ସୃଷ୍ଟି କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ନୂତନ ଆୟକର ବିଲ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ବଜେଟ ଉପସ୍ଥାପନ କରିବା ସମୟରେ ଅର୍ଥମନ୍ତ୍ରୀ କହିଛନ୍ତି, ଆସନ୍ତା ସପ୍ତାହରେ ଏକ ନୂତନ ବିଲ୍ ଆସିବ।