ସମ୍ବଲପୁର ଓ ନୟାଗଡ଼ରେ ତାଙ୍କର କାର୍ଯ୍ୟକ୍ରମ ରହିଛି । ସେଠାରେ ଶାହା ଜନସଭାରୁ ସମ୍ବୋଧନ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ ।ଆଜି ପୁଣି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ପ୍ରଧାନମମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ନିଜ ପ୍ରଚାର ବେଳେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିସାରିଛନ୍ତି । ସମ୍ବଲପୁର ଓ ନୟାଗଡ଼ରେ ତାଙ୍କର କାର୍ଯ୍ୟକ୍ରମ ରହିଛି । ସେଠାରେ ଶାହା ଜନସଭାରୁ ସମ୍ବୋଧନ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ ।